Biblia Todo Logo
Bib sou entènèt

- Piblisite -




ଗୀତସଂହିତା 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ଯେତେବେଳେ ସେମାନେ ମୋ'ଠାରୁ ଦୌଡ଼ି ପଳାଇବା ପାଇଁ ବୁଲି ପଡ଼ିଲେ, ମୋର ଶତ୍ରୁମାନେ ତୁମ୍ଭ ସାକ୍ଷାତରେ ଧ୍ୱଂସ ହେଲେ।

Gade chapit la Kopi




ଗୀତସଂହିତା 9:3
9 Referans Kwoze  

ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।


ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।


ଅର୍ଥାତ୍‍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ),


ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?


ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ।


କାରଣ ହେ ସଦାପ୍ରଭୋ, ତୁମ୍ଭେ ମୋହର ଆଶ୍ରୟ। ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ।


ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ୱନିରେ,


Swiv nou:

Piblisite


Piblisite