ଗୀତସଂହିତା 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ। Gade chapit laଓଡିଆ ବାଇବେଲ5 ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ। Gade chapit laପବିତ୍ର ବାଇବଲ5 ତୁମ୍ଭେ ସେହି ଅନ୍ୟ ଲୋକମାନଙ୍କୁ ସମାଲୋଚନା କରିଛ। ହେ ସଦାପ୍ରଭୁ, ତୁମ୍ଭେ ସେହି ଦୁଷ୍ଟ ଲୋକଙ୍କୁ ମଧ୍ୟ ଧ୍ୱଂସ କରିଛ। ତୁମ୍ଭେ ସେହି ମାନଙ୍କର ନାମ ସବୁଦିନ ପାଇଁ ନିଶ୍ଚିହ୍ନ କରିଦେଇଛ। ଆଜି ସେହିମାନଙ୍କ ମଧ୍ୟରୁ କେହି ଜୀବିତ ନାହାନ୍ତି। Gade chapit la |
ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।