ଗୀତସଂହିତା 90:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ଵାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ଵର ଅଟ। Gade chapit laଓଡିଆ ବାଇବେଲ2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ। Gade chapit laପବିତ୍ର ବାଇବଲ2 ହେ ପରମେଶ୍ୱର, ତୁମ୍ଭେ ପର୍ବତମାଳାର ସୃଷ୍ଟି ପୂର୍ବରୁ ଏବଂ ପୃଥିବୀ ଓ ଜଗତ ସୃଷ୍ଟି ପୂର୍ବରୁ ପରମେଶ୍ୱର ଥିଲ। ତୁମ୍ଭେ ଚିରକାଳ ପରମେଶ୍ୱର ହୋଇ ରହିବ। Gade chapit la |