Biblia Todo Logo
Bib sou entènèt

- Piblisite -




ଗୀତସଂହିତା 90:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି କହୁଅଛ, ହେ ମନୁଷ୍ୟ-ସନ୍ତାନଗଣ, ଫେର।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭେ ଲୋକମାନଙ୍କୁ ପୃଥିବୀକୁ ଆଣିଛ ଏବଂ ପରିଶେଷରେ ତୁମ୍ଭେ ସେମାନଙ୍କୁ ଧୂଳିରେ ପରିଣତ କରିଛ।

Gade chapit la Kopi




ଗୀତସଂହିତା 90:3
8 Referans Kwoze  

ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”


ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।


ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।


ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ୱାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯାʼନ୍ତି।


ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।


ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଆମ୍ଭ ବିରୁଦ୍ଧରେ ଯେଉଁ ଦୁଷ୍ଟ ମଣ୍ଡଳୀ ଏକତ୍ରିତ ହୋଇଅଛି, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ପୁଣି, ସେମାନେ ଏହି ପ୍ରାନ୍ତରରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।’”


Swiv nou:

Piblisite


Piblisite