Biblia Todo Logo
Bib sou entènèt

- Piblisite -




ଗୀତସଂହିତା 90:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।

Gade chapit la Kopi

ଓଡିଆ ବାଇବେଲ

9 କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭର କ୍ରୋଧ ଆମ୍ଭମାନଙ୍କ ଜୀବନକୁ ଶେଷ ଦିନ କରିଦେଇ ଥାଏ। ଆମ୍ଭେ ଆମ୍ଭର ବର୍ଷ ଅତିଶୀଘ୍ର ସମାପ୍ତ କରୁଥାଉ।

Gade chapit la Kopi




ଗୀତସଂହିତା 90:9
5 Referans Kwoze  

ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,


ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। [ସେଲା]


କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ।


ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।


ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।


Swiv nou:

Piblisite


Piblisite