Biblia Todo Logo
Bib sou entènèt

- Piblisite -




ଗୀତସଂହିତା 91:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭ ପାର୍ଶ୍ୱରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକି ଆସିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭ ପାର୍ଶ୍ଵରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକି ଆସିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ତୁମ୍ଭ ପାର୍ଶ୍ୱରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକୁ ଆସିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭ ପକ୍ଷରେ ହଜାର ହଜାର ଶତ୍ରୁମାନ ମାରିବା ସହଜ। ତୁମ୍ଭର ଦକ୍ଷିଣ ହସ୍ତ ଦଶ ହଜାର ଶତ୍ରୁଙ୍କୁ ପରାସ୍ତ କରିବ, କିନ୍ତୁ ତୁମ୍ଭେ ଆଘାତପ୍ରାପ୍ତ ହେବ ନାହିଁ।

Gade chapit la Kopi




ଗୀତସଂହିତା 91:7
6 Referans Kwoze  

ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।


ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।


ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି।


କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ, ଏହା ସଦାପ୍ରଭୁ କହନ୍ତି।’”


Swiv nou:

Piblisite


Piblisite