Biblia Todo Logo
Bib sou entènèt

- Piblisite -




ଗୀତସଂହିତା 91:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେ କେବଳ ସ୍ଵଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ।

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭେ ଦେଖିବ ଯେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହୋଇଛନ୍ତି। ତୁମ୍ଭେ ଏହାକୁ ନିଜ ଆଖିରେ ଦେଖି ପାରିବ।

Gade chapit la Kopi




ଗୀତସଂହିତା 91:8
9 Referans Kwoze  

ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।


ପୁଣି, ତୁମ୍ଭମାନଙ୍କର ସ୍ଵଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ମଧ୍ୟ ମହାନ ଅଟନ୍ତି।”


ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।


ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।


କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା,


ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।


ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।


Swiv nou:

Piblisite


Piblisite