ଗୀତସଂହିତା 92:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)10 ମାତ୍ର ତୁମ୍ଭେ ଅରଣାର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି। Gade chapit laଓଡିଆ ବାଇବେଲ10 ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି। Gade chapit laପବିତ୍ର ବାଇବଲ10 କିନ୍ତୁ ତୁମ୍ଭେ ମୋତେ ଶକ୍ତିଶାଳୀ କରିବ। ଶକ୍ତିଶାଳୀ ବଳଦର ଶିଙ୍ଗ ତୁଲ୍ୟ ମୁଁ ଦୃଢ଼ ହେବି। ତୁମ୍ଭେ ମୋତେ ବିଶେଷ କାର୍ଯ୍ୟ ପାଇଁ ମନୋନୀତ କରିଛ। ତୁମ୍ଭେ ମୋତେ ନୂତନ ତୈଳରେ ଅଭିଷିକ୍ତ କରିଅଛ। Gade chapit la |