Biblia Todo Logo
Bib sou entènèt

- Piblisite -




ଗୀତସଂହିତା 92:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।

Gade chapit la Kopi

ଓଡିଆ ବାଇବେଲ

11 ମୋ’ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋ’ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।

Gade chapit la Kopi

ପବିତ୍ର ବାଇବଲ

11 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିବାର ମୁଁ ଦେଖୁଅଛି। ସେମାନେ ମୋ’ ବିଷୟରେ ଯାହା କଥାବାର୍ତ୍ତା କରିଛନ୍ତି, ତାହା ମୁଁ ଶୁଣିଅଛି।

Gade chapit la Kopi




ଗୀତସଂହିତା 92:11
7 Referans Kwoze  

ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ।


ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି।


ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ।


ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।


ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।


ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।


ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।


Swiv nou:

Piblisite


Piblisite