ଗୀତସଂହିତା 92:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ। Gade chapit laଓଡିଆ ବାଇବେଲ13 ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ। Gade chapit laପବିତ୍ର ବାଇବଲ13 ସେମାନେ ପରମେଶ୍ୱରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ ଅଙ୍କୁରିତ ଡାଳଗଛ ସ୍ୱରୂପ। Gade chapit la |