Biblia Todo Logo
Bib sou entènèt

- Piblisite -




ଗୀତସଂହିତା 92:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।

Gade chapit la Kopi

ଓଡିଆ ବାଇବେଲ

7 ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।

Gade chapit la Kopi

ପବିତ୍ର ବାଇବଲ

7 ଯେତେବେଳେ ଦୁଷ୍ଟଗଣ ତୃଣପରି ଅଙ୍କୁରିତ ହୁଅନ୍ତି ଓ ଅଧର୍ମାଗ୍ଭରୀମାନେ ଫୁଲ-ଫଳ ଗଛ ସଦୃଶ ବଢ଼ି ସମୃଦ୍ଧଶାଳୀ ହୋଇପାରନ୍ତି। ସେତେବେଳେ ସେମାନେ କରୁଥିବା ମୂଲ୍ୟହୀନ କାର୍ଯ୍ୟ ଚିରଦିନ ପାଇଁ ନଷ୍ଟ ହେବ।

Gade chapit la Kopi




ଗୀତସଂହିତା 92:7
21 Referans Kwoze  

ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ।


କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,


କାରଣ ଦେଖ, ସେହି ଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।’”


ଦେଖ, ଏମାନେ ଦୁଷ୍ଟ ଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।


ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।


ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍‍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହଛାତର ଉପରିସ୍ଥ ଘାସ ଓ ଅପକ୍ୱ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।


ହଁ, ନିର୍ବୋଧମାନଙ୍କର ବିପଥଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।


ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।


ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।


Swiv nou:

Piblisite


Piblisite