ଗୀତସଂହିତା 93:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଜଳରାଶିର ଧ୍ଵନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ଵସ୍ଥ ସଦାପ୍ରଭୁ ବଳବାନ। Gade chapit laଓଡିଆ ବାଇବେଲ4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ। Gade chapit laପବିତ୍ର ବାଇବଲ4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ। Gade chapit la |
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।