ଗୀତସଂହିତା 97:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)10 ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି; Gade chapit laଓଡିଆ ବାଇବେଲ10 ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି; Gade chapit laପବିତ୍ର ବାଇବଲ10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି! ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି। ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି। Gade chapit la |
ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।