ଗୀତସଂହିତା 97:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର। Gade chapit laପବିତ୍ର ବାଇବଲ (Re-edited) - (BSI)7 ଖୋଦିତ ପ୍ରତିମାଗଣର ସେବକସମସ୍ତେ ଓ ଦେବତାଗଣର ଦର୍ପକାରୀସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର। Gade chapit laଓଡିଆ ବାଇବେଲ7 ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର। Gade chapit laପବିତ୍ର ବାଇବଲ7 ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି। ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି। ସେହି ଲୋକମାନେ ଲଜ୍ଜିତ ହେବେ। ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ। Gade chapit la |
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।