ଗୀତସଂହିତା 98:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। Gade chapit laଓଡିଆ ବାଇବେଲ1 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। Gade chapit laପବିତ୍ର ବାଇବଲ1 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ସଙ୍ଗୀତ ଗାନ କର। କାରଣ ସେ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି! ତାଙ୍କର ପବିତ୍ର ଦକ୍ଷିଣ ହସ୍ତ ତାଙ୍କୁ ଆଉଥରେ ଗୌରବ ଆଣିଛି। Gade chapit la |