Biblia Todo Logo
Bib sou entènèt

- Piblisite -




ଗୀତସଂହିତା 98:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ବୀଣା ଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ଵରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।

Gade chapit la Kopi

ଓଡିଆ ବାଇବେଲ

5 ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।

Gade chapit la Kopi

ପବିତ୍ର ବାଇବଲ

5 ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର, ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।

Gade chapit la Kopi




ଗୀତସଂହିତା 98:5
11 Referans Kwoze  

କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।


ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର।


ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।


ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍‍ର ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା ଏହି ଆଜ୍ଞା କରିଥିଲେ।


ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।


ଏହିରୂପେ ଉଚ୍ଚସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।


ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍‍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମସ୍ୱରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;


Swiv nou:

Piblisite


Piblisite