Biblia Todo Logo
Bib sou entènèt

- Piblisite -




ଗୀତସଂହିତା 98:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ଵନି କର।

Gade chapit la Kopi

ଓଡିଆ ବାଇବେଲ

6 ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର।

Gade chapit la Kopi

ପବିତ୍ର ବାଇବଲ

6 ବଂଶୀ ବଜାଅ ଓ ତୂରୀ ଫୁଙ୍କ। ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ୱନି କର।

Gade chapit la Kopi




ଗୀତସଂହିତା 98:6
9 Referans Kwoze  

ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଭାଗରେ ଏହି ନାମ ଲିଖିତ ଅଛି “ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।”


ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ। ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା।


ଆହୁରି ସେମାନେ ଉଚ୍ଚସ୍ୱରରେ ଜୟଧ୍ୱନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ।


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


ଏହିରୂପେ ଉଚ୍ଚସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।


Swiv nou:

Piblisite


Piblisite