Biblia Todo Logo
Bib sou entènèt

- Piblisite -




ଗୀତସଂହିତା 99:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା ଓ ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।

Gade chapit la Kopi

ଓଡିଆ ବାଇବେଲ

6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।

Gade chapit la Kopi

ପବିତ୍ର ବାଇବଲ

6 ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ। ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ। ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।

Gade chapit la Kopi




ଗୀତସଂହିତା 99:6
16 Referans Kwoze  

ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ-ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ,


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।


ତହିଁ ପରଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”


ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”


Swiv nou:

Piblisite


Piblisite