Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କିଏ ମୋ ସହିତ କଥା କହୁଅଛନ୍ତି, ଏହା ଦେଖିବା ନିମନ୍ତେ ମୁଁ ବୁଲିପଡ଼ିଲି। ଆଉ ବୁଲିପଡ଼ନ୍ତେ ମୁଁ ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କିଏ ମୋʼ ସହିତ କଥା କହୁଅଛନ୍ତି, ଏହା ଦେଖିବା ନିମନ୍ତେ ମୁଁ ବୁଲି ପଡ଼ିଲି। ଆଉ ବୁଲି ପଡ଼ନ୍ତେ ମୁଁ ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ,

Gade chapit la Kopi

ଓଡିଆ ବାଇବେଲ

12 କିଏ ମୋ ସହିତ କଥା କହୁଅଛନ୍ତି, ଏହା ଦେଖିବା ନିମନ୍ତେ ମୁଁ ବୁଲିପଡ଼ିଲି । ଆଉ ବୁଲିପଡ଼ନ୍ତେ ମୁଁ ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 କିଏ ମୋ’ ସଙ୍ଗରେ କଥା କହୁଛନ୍ତି, ଦେଖିବା ପାଇଁ ମୁଁ ପଛକୁ ବୁଲିପଡ଼ି ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ

Gade chapit la Kopi

ପବିତ୍ର ବାଇବଲ

12 ମୁଁ ବୁଲିପଡ଼ି ଦେଖିବାକୁ ଗ୍ଭହିଁଲି ଯେ, କିଏ ମୋତେ ଏହିକଥା କହୁଛନ୍ତି। ମୁଁ ଯେତେବେଳେ ବୁଲିପଡ଼ିଲି, ସେତେବେଳେ ସାତୋଟି ସୁନାର ଦୀପରୂଖା ଦେଖିଲି।

Gade chapit la Kopi




ପ୍ରକାଶିତ 1:12
11 Referans Kwoze  

ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତୋଟି ନଳ ଅଛି।


ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ୱଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ


ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ଅର୍ଥ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ଡଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ଡଳୀ ଅଟନ୍ତି।”


ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ;


ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।


ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।


ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହିସବୁ ଲିପିବଦ୍ଧ କର।


“ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,


ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶବ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, “ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବା।”


Swiv nou:

Piblisite


Piblisite