ପ୍ରକାଶିତ 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋʼ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ, Gade chapit laଓଡିଆ ବାଇବେଲ17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ, Gade chapit laପବିତ୍ର ବାଇବଲ (CL) NT (BSI)17 ତାଙ୍କୁ ଦେଖିବା ମାତ୍ରେ ମୁଁ ମୃତବତ୍ ତାଙ୍କ ପାଦ ତଳେ ପଡ଼ିଗଲି। ସେ ତାଙ୍କ ଡ଼ାହାଣ ହାତ ମୋ’ ଉପରେ ରଖି କହିଲେ, “ଭୟ କର ନାହିଁ, ମୁଁ ଆଦି ଓ ଅନ୍ତ Gade chapit laପବିତ୍ର ବାଇବଲ17 ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମୋ’ ଉପରେ ଆପଣା ଡାହାଣ ହାତ ରଖି ସେ କହିଲେ, “ଭୟ କର ନାହିଁ। ମୁଁ ପ୍ରଥମ ଓ ଶେଷ।” Gade chapit la |