ପ୍ରକାଶିତ 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧି-ସ୍ଥାନରେ ରଖିବାକୁ ଦେବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧିସ୍ଥ ହେବାକୁ ଦେବେ ନାହିଁ। Gade chapit laଓଡିଆ ବାଇବେଲ9 ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧିସ୍ଥ ହେବାକୁ ଦେବେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)9 ସମସ୍ତ ଦେଶ, ଗୋଷ୍ଠୀ, ଭାଷାଭାଷୀ ଓ ଜାତିର ଲୋକମାନେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେହି ଶବଗୁଡ଼ିକୁ ଦେଖିବେ ଏବଂ ସେଗୁଡ଼ିକୁ ସମାଧି ଦେବା ପାଇଁ ଛାଡ଼ିବେ ନାହିଁ। Gade chapit laପବିତ୍ର ବାଇବଲ9 ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସମସ୍ତ ମଣିଷ ଜାତି, ସମସ୍ତ ଗୋଷ୍ଠୀ, ସମସ୍ତ ଭାଷା ଏବଂ ସମସ୍ତ ରାଷ୍ଟ୍ରର ଲୋକମାନେ ସେମାନଙ୍କର ଶବ ଦେଖିବେ। କିନ୍ତୁ ସେମାନେ ସେମାନଙ୍କର ସମାଧିସ୍ଥ ହେବାକୁ ଦେବେ ନାହିଁ। Gade chapit la |