ପ୍ରକାଶିତ 12:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ, ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ତ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା। Gade chapit laଓଡିଆ ବାଇବେଲ9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା । Gade chapit laପବିତ୍ର ବାଇବଲ (CL) NT (BSI)9 ସେହି ସର୍ପ ହେଉଛି, ସପ୍ତମ ଜଗତକୁ ପ୍ରତାରଣା କରିଥିବା ଦ୍ୟାବଳ ଆଦିମ ସର୍ପ, ଶୟତାନ; ତା’ର ଦଳବଳ ସହ ସ୍ୱର୍ଗରୁ ନିକ୍ଷିପ୍ତ ହୋଇ ପୃଥିବୀ ପୃଷ୍ଠରେ ଆସି ପଡ଼ିଲା। Gade chapit laପବିତ୍ର ବାଇବଲ9 ବିଶାଳ ସାପକୁ ସ୍ୱର୍ଗରୁ ପୃଥିବୀରେ ନିକ୍ଷେପ କରାଗଲା। (ସେହି ବିଶାଳ ସାପ ହେଉଛି ସେହି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାଯାଏ।) ସେ ପୃଥିବୀ ବାସୀଙ୍କୁ ଭୁଲ୍ ରାସ୍ତାରେ ନିଏ। ସାପକୁ ତା'ର ଦୂତମାନଙ୍କ ସହିତ ସଦଳବଳରେ ପୃଥିବୀରେ ନିକ୍ଷେପ କରାଗଲା। Gade chapit la |