ପ୍ରକାଶିତ 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ବରନିନ୍ଦାସୂଚକ ବିଭିନ୍ନ ନାମ। Gade chapit laପବିତ୍ର ବାଇବଲ (Re-edited) - (BSI)1 ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ଵରନିନ୍ଦାସୂଚକ ବିଭିନ୍ନ ନାମ। Gade chapit laଓଡିଆ ବାଇବେଲ1 ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶିଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ୱରନିନ୍ଦାସୂଚକ ବିଭିନ୍ନ ନାମ । Gade chapit laପବିତ୍ର ବାଇବଲ (CL) NT (BSI)1 ତାହାପରେ ମୁଁ ଦେଖିଲି, ଗୋଟିଏ ପଶୁ ସମୁଦ୍ର ଭିତରୁ ଉଠି ଆସୁଛି। ତାହାର ଦଶଟି ଶୃଙ୍ଗ ଓ ସାତଟି ମସ୍ତକ। ପ୍ରତ୍ୟେକ ଶୃଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା ଓ ପ୍ରତ୍ୟେକ ମସ୍ତକରେ ଗୋଟିଏ ଗୋଟିଏ ଈଶ୍ୱର ନିନ୍ଦାସୂଚକ ନାମ ଲେଖାଯାଇଥିଲା। Gade chapit laପବିତ୍ର ବାଇବଲ1 ତା'ପରେ ମୁଁ ଗୋଟିଏ ପଶୁକୁ ସମୁଦ୍ର ଭିତରୁ ଉପରକୁ ଆସିବାର ଦେଖିଲି। ଏହାର ଦଶଟି ଶିଙ୍ଗ ଓ ସାତୋଟି ମୁଣ୍ଡ ଥିଲା। ପ୍ରତ୍ୟେକ ଶିଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା। ପ୍ରତ୍ୟେକ ମସ୍ତକରେ ପରମେଶ୍ୱରଙ୍କୁ ନିନ୍ଦା କରୁଥିବା ଖରାପ ନାମ ସବୁ ଲେଖାଯାଇଥିଲା। Gade chapit la |
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।