Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 14:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ସେହି ମେଘାରୂଢ଼ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା।

Gade chapit la Kopi

ଓଡିଆ ବାଇବେଲ

16 ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଏହା ଶୁଣି ମେଘାରୂଢ଼ ବ୍ୟକ୍ତି ତାଙ୍କର ଦାଆ ଚଳାଇଲେ ଓ ପୃଥିବୀର ଫସଲ ସବୁ ସଂଗୃହୀତ ହେଲା।

Gade chapit la Kopi

ପବିତ୍ର ବାଇବଲ

16 ତେଣୁ ମେଘ ଉପରେ ଯିଏ ବସିଥିଲେ, ସେ ପୃଥିବୀର ଶସ୍ୟରେ ଦାଆ ଲଗାଇଲେ। ଏହିପରି ପୃଥିବୀର ଶସ୍ୟ କଟାଗଲା।

Gade chapit la Kopi




ପ୍ରକାଶିତ 14:16
7 Referans Kwoze  

ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ବରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହିସବୁ ନିକ୍ଷେପ କଲେ।


ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ।


ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।


ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଚ୍ଛନ୍ନ ବ୍ୟକ୍ତିଙ୍କୁ ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପରିପକ୍ୱ ହୋଇଅଛି।


ତତ୍ପରେ ସ୍ୱର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ତୀକ୍ଷ୍ଣ ଦାଆ ଥିଲା।


Swiv nou:

Piblisite


Piblisite