ପ୍ରକାଶିତ 17:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତହ ଓ ବିଶ୍ଵସ୍ତ ଲୋକମାନେ ମଧ୍ୟ ଜୟ କରିବେ। Gade chapit laଓଡିଆ ବାଇବେଲ14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ । Gade chapit laପବିତ୍ର ବାଇବଲ (CL) NT (BSI)14 ସେମାନେ ମେଷଶାବକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ; କିନ୍ତୁ ମେଷଶାବକ ତାଙ୍କର ଆହୂତ, ମନୋନୀତ, ଅନୁଗତ ଓ ବିଶ୍ୱସ୍ତ ଲୋକମାନଙ୍କ ସାହାଯ୍ୟରେ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା।” Gade chapit laପବିତ୍ର ବାଇବଲ14 ସେମାନେ ମେଷପାଳକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ। କିନ୍ତୁ ମେଷଶାବକ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ୱସ୍ତ ଅନୁଗାମୀମାନଙ୍କ ସହିତ ମିଶି ସେମାନଙ୍କୁ ପରାସ୍ତ କରିବେ।” Gade chapit la |