ପ୍ରକାଶିତ 18:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହା କ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା,। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା । Gade chapit laପବିତ୍ର ବାଇବଲ (CL) NT (BSI)1 ତାହାପରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବା ଦେଖିଲି। ସେ ମହାକ୍ଷମତାପନ୍ନ ଥିଲେ ଓ ତାଙ୍କର କାନ୍ତି ସମଗ୍ର ପୃଥିବୀକୁ ଉଜ୍ଜ୍ୱଳ କରୁଥିଲା। Gade chapit laପବିତ୍ର ବାଇବଲ1 ତା'ପରେ ମୁଁ ସ୍ୱର୍ଗରୁ ଆଉ ଜଣେ ଦୂତଙ୍କୁ ଓହ୍ଲାଇବାର ଦେଖିଲି। ସେହି ଦୂତଙ୍କର ବହୁତ କ୍ଷମତା ଥିଲା। ତାହାଙ୍କର ମହିମା ପୃଥିବୀରେ ପ୍ରକାଶିତ ହେଲା। Gade chapit la |