ପ୍ରକାଶିତ 18:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ସୁଗନ୍ଧି ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଦାରୁଚିନି, ସୁଗନ୍ଧି ଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ଵ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ। Gade chapit laଓଡିଆ ବାଇବେଲ13 ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ । Gade chapit laପବିତ୍ର ବାଇବଲ13 ଦାରୁଚିନି ପ୍ରଭୃତି ସୁଗନ୍ଧି ମସଲା; ଅତର, ଧୂପ, ମଲମ, ସୁଗନ୍ଧି ଧୂପ, ମଦ୍ୟ, ଜୀତତୈଳ, ମଇଦା, ଗହମ, ଗୃହପାଳିତ ତୃଣଭୋଜୀ ପଶୁ, ମେଷ, ଘୋଡ଼ା, ରଥ, ଏବଂ ମନୁଷ୍ୟମାନଙ୍କର ଶରୀର ଓ ପ୍ରାଣ ସବୁ ବିକ୍ରୀ କରନ୍ତି। ତେଣୁ ବ୍ୟବସାୟୀମାନେ କାନ୍ଦିବେ ଓ କହିବେ: Gade chapit la |