Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 18:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ତାହାର ପାପରାଶି ସ୍ୱର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ବର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ତାହାର ପାପରାଶି ସ୍ଵର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ଵର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

5 କାରଣ ତାହାର ପାପରାଶୀ ସ୍ଵର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ୱର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ତାହାର ପାପରାଶି ସ୍ତୂପାକାର ହୋଇ ଆକାଶକୁ ଉଠିଛି। ତା’ର ପାପାଚରଣ ସବୁ ଈଶ୍ୱର ମନେ ରଖିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ସ୍ୱର୍ଗ ଯେତେ ଉଚ୍ଚ, ତହାର ପାପକାର୍ଯ୍ୟ ସେତିକି ଉଚ୍ଚ ହେଲାଣି। ପରମେଶ୍ୱର ତା'ର ଭୁଲ୍ କାମଗୁଡ଼ିକ ଭୁଲି ନାହାନ୍ତି। ସେ ତା'ର କୁକର୍ମ ସବୁ ମନେ ପକାଇଲାଣି।

Gade chapit la Kopi




ପ୍ରକାଶିତ 18:5
6 Referans Kwoze  

“ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।


ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୁଦୀମାନଙ୍କର ନଗରସମୂହ ଭୂମିସାତ୍‍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ବର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।


ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।


“ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”


ମାତ୍ର ସେଠାରେ ଓଦେଦ୍‍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍‍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ।


Swiv nou:

Piblisite


Piblisite