ପ୍ରକାଶିତ 19:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଅବଶିଷ୍ଟ ଲୋକେ ସେହି ଅଶ୍ଵାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ଵାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ। Gade chapit laଓଡିଆ ବାଇବେଲ21 ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)21 ପୁଣି ସେମାନଙ୍କର ସୈନ୍ୟବାହିନୀ ଅଶ୍ୱାରୋହୀ ମୁଖନିସୃତ ଖଡ଼୍ଗ ଦ୍ୱାରା ନିହତ ହେଲେ; ଆକାଶର ପକ୍ଷୀମାନେ ମନଇଚ୍ଛା ସେମାନଙ୍କର ମାଂସ ଖାଇଗଲେ। Gade chapit laପବିତ୍ର ବାଇବଲ21 ସେମାନଙ୍କର ସେନାବାହିନୀଗଣ ଅଶ୍ୱାରୋହୀଙ୍କ ମୁଖରୁ ବାହାରିଥିବା ଖଡ଼୍ଗରେ ନିହତ ହେଲେ। ସମସ୍ତ ପକ୍ଷୀଗଣ ସେମାନଙ୍କର ଏହି ଶରୀରଗୁଡ଼ିକୁ ପେଟ ପୁରିବା ପର୍ଯ୍ୟନ୍ତ ଖାଇଲେ। Gade chapit la |