Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେହିପରି ମଧ୍ୟ ନୀକଲାତୀୟ ମତାବଲମ୍ବୀ କେତେକ ତୁମ୍ଭ ମଧ୍ୟରେ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେହିପରି ମଧ୍ୟ ନୀକଲାୟତୀୟ ମତାବଲମ୍ଵୀ କେତେକ ତୁମ୍ଭ ମଧ୍ୟରେ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

15 ସେହିପରି ମଧ୍ୟ ନୀକଲାତୀୟ ମତାବଲମ୍ୱୀ କେତେକ ତୁମ୍ଭ ମଧ୍ୟରେ ଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଠିକ୍ ସେହିପରି ନିକଲାଇତୀୟମାନଙ୍କର ମତବାଦକୁ ଅନୁସରଣ କରୁଥିବା ଲୋକମାନେ ତୁମ ମଧ୍ୟରେ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

15 ସେହିପରି ତୁମ୍ଭ ଦଳର କେତେକ ଲୋକମାନେ ନୀକଲାୟତୀୟମାନଙ୍କର ଶିକ୍ଷା ଅନୁସରଣ କରୁଛନ୍ତି।

Gade chapit la Kopi




ପ୍ରକାଶିତ 2:15
2 Referans Kwoze  

ହେଲେ, ତୁମ୍ଭର ଏହି ସଦ୍‌ଗୁଣ ଅଛି ଯେ, ଆମ୍ଭେ ନୀକଲାତୀୟମାନଙ୍କର ଯେଉଁ ସବୁ କର୍ମ ଘୃଣା କରୁ, ତୁମ୍ଭେ ମଧ୍ୟ ସେହିସବୁ ଘୃଣା କରୁଅଛ।


ଯୀଶୁ ଏହିସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ,


Swiv nou:

Piblisite


Piblisite