Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 20:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।

Gade chapit la Kopi

ଓଡିଆ ବାଇବେଲ

15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଯେଉଁମାନଙ୍କର ନାମ ଜୀବନ ପୁସ୍ତକରେ ଲେଖାଯାଇ ନ ଥିଲା, ସେମାନେ ମଧ୍ୟ ସମସ୍ତେ ଅଗ୍ନିମୟ ହ୍ରଦରେ ନିକ୍ଷିପ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

15 ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖାଗଲା ନାହିଁ, ତାହାକୁ ମଧ୍ୟ ଅଗ୍ନିମୟ ହ୍ରଦରେ ନିକ୍ଷେପ କରାଗଲା।

Gade chapit la Kopi




ପ୍ରକାଶିତ 20:15
19 Referans Kwoze  

ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।


ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”


ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।”


ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ,


ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।


ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ!


ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;


ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।


ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।


ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।


ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।”


ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ।


ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।


ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍‍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ।


Swiv nou:

Piblisite


Piblisite