ପ୍ରକାଶିତ 21:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେହି ପ୍ରାଚୀର ସୂର୍ଯ୍ୟକାନ୍ତ ମଣି ନିର୍ମିତ, ପୁଣି, ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେହି ପ୍ରାଚୀର ସୂର୍ଯ୍ୟକାନ୍ତମଣି ନିର୍ମିତ, ପୁଣି ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ। Gade chapit laଓଡିଆ ବାଇବେଲ18 ସେହି ପ୍ରାଚୀର ସୂର୍ଯ୍ୟକାନ୍ତ ମଣି ନିର୍ମିତ, ପୁଣି, ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ । Gade chapit laପବିତ୍ର ବାଇବଲ (CL) NT (BSI)18 ପ୍ରାଚୀରଟି ସୂର୍ଯ୍ୟକାନ୍ତ ମଣିରେ ନିର୍ମିତ ହୋଇଥିଲା ଓ ନଗରୀ ନିର୍ମିତ ହୋଇଥିଲା, କାଚ ପରି ସ୍ୱଚ୍ଛ ବିଶୁଦ୍ଧ ସୁବର୍ଣ୍ଣରେ। Gade chapit laପବିତ୍ର ବାଇବଲ18 ସେହି ନଗରୀର କାନ୍ଥ ସୂର୍ଯ୍ୟକାନ୍ତମଣିରେ ତିଆରି ହୋଇଥିଲା। ସେହି ନଗରୀ ସ୍ୱଚ୍ଛକାଚ ପରି ଉଜ୍ଜ୍ୱଳ ଖାଣ୍ଟି ସୁନାରେ ତିଆରି ହୋଇଥିଲା। Gade chapit la |