Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 22:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆମ୍ଭେ କ ଓ କ୍ଷ, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।

Gade chapit la Kopi

ଓଡିଆ ବାଇବେଲ

13 ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ମୁଁ କ ଓ କ୍ଷ, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।”

Gade chapit la Kopi

ପବିତ୍ର ବାଇବଲ

13 ଆମ୍ଭେ ପ୍ରଥମ ଓ ଶେଷ; କ ଓ କ୍ଷ, ଆଦି ଓ ଅନ୍ତ।”

Gade chapit la Kopi




ପ୍ରକାଶିତ 22:13
10 Referans Kwoze  

ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ।


“ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ,” ସେହି ପ୍ରଭୁ ଈଶ୍ବର କହନ୍ତି, “ଆମ୍ଭେ ଆରମ୍ଭ ଓ ଶେଷ।”


ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।


ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।


ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,


ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ।


“ତୁମ୍ଭେ ଯାହା ଦର୍ଶନ ଦେଖୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ସହରରେ ଥିବା ସପ୍ତ ମଣ୍ଡଳୀଗଣକୁ, ଅର୍ଥାତ୍‍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟାଥିରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକିଆ ନିକଟକୁ ପ୍ରେରଣ କର।”


“ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,


“ଲାଅଦିକିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,


ଯଦି ଈଶ୍ବର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ବର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ।


Swiv nou:

Piblisite


Piblisite