ପ୍ରକାଶିତ 22:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ। Gade chapit laପବିତ୍ର ବାଇବଲ (Re-edited) - (BSI)15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ। Gade chapit laଓଡିଆ ବାଇବେଲ15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ । Gade chapit laପବିତ୍ର ବାଇବଲ (CL) NT (BSI)15 କିନ୍ତୁ ବିକୃତ ଚରିତ୍ର, ତନ୍ତ୍ରମନ୍ତ୍ରସାଧକ, ନରହନ୍ତା, ପ୍ରତିମାପୂଜକ, ମିଥ୍ୟାବାଦୀ, ପ୍ରତାରକ ଆଦି ଭ୍ରଷ୍ଟାଚାରୀମାନେ ସମସ୍ତେ ନଗରୀ ବାହାରେ ରହିବେ। Gade chapit laପବିତ୍ର ବାଇବଲ15 କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ଯୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ୟାପ୍ରିୟ ଓ ମିଥ୍ୟାବାଦୀମାନେ ନଗରର ବାହାରେ ରହିବେ।” Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।