ପ୍ରକାଶିତ 3:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋହର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଦେଖ, ଆମ୍ଭେ ଦ୍ଵାର ନିକଟରେ ଠିଆ ହୋଇ ଆଘାତ କରୁଅଛୁ; ଯଦି କେହି ଆମ୍ଭର ସ୍ଵର ଶୁଣି ଦ୍ଵାର ଫିଟାଇଦେବ, ତାହାହେଲେ ଆମ୍ଭେ ପ୍ରବେଶ କରି ତାହା ନିକଟକୁ ଯିବୁ, ପୁଣି ଆମ୍ଭେ ତାହା ସହିତ ଭୋଜନ କରିବୁ ଓ ସେ ଆମ୍ଭ ସହିତ ଭୋଜନ କରିବ। Gade chapit laଓଡିଆ ବାଇବେଲ20 ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ । Gade chapit laପବିତ୍ର ବାଇବଲ (CL) NT (BSI)20 ଦେଖ! ମୁଁ ବାହାରେ ଠିଆହୋଇ ଦ୍ୱାରରେ ଆଘାତ କରୁଛି; ଯଦି କେହି ମୋର ସ୍ୱର ଶୁଣି ଦ୍ୱାର ଖୋଲି ଦିଏ, ମୁଁ ତା’ ଘର ଭିତରକୁ ଆସି ତା’ ସହିତ ଭୋଜନ କରିବି ଏବଂ ସେ ମୋ’ ସହିତ ଭୋଜନ କରିବ। Gade chapit laପବିତ୍ର ବାଇବଲ20 ଦେଖ, ମୁଁ ଏଠାରେ ଅଛି ଓ ଦ୍ୱାର ପାଖରେ ଠିଆ ହୋଇ ଆଘାତ କରୁଛି। ଯଦି ଜଣେ ଲୋକ ମୋ’ ସ୍ୱର ଶୁଣେ ଓ ଦ୍ୱାର ଫିଟାଏ, ତେବେ ମୁଁ ଭିତରକୁ ଆସି ସେହି ଲୋକ ସହିତ ଖାଇବି। ସେ ଲୋକ ମଧ୍ୟ ମୋ’ ସହିତ ଖାଦ୍ୟ ଖାଇବ। Gade chapit la |