Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି।

Gade chapit la Kopi

ଓଡିଆ ବାଇବେଲ

4 ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ପାଣ୍ଡୁଲିପି ଖୋଲି ସେଥିରେ କ’ଣ ଲେଖାଅଛି, ପଢ଼ିବା ପାଇଁ କେହି ଜଣେହେଲେ ଯୋଗ୍ୟ ବ୍ୟକ୍ତି ନ ମିଳିବାରୁ, ମୁଁ ହତାଶ ହୋଇ କାନ୍ଦିବାକୁ ଲାଗିଲି।

Gade chapit la Kopi

ପବିତ୍ର ବାଇବଲ

4 ତେଣୁ ମୁଁ ଆକୁଳ ଭାବରେ କାନ୍ଦିବାକୁ ଲାଗିଲି, କାରଣ ସେହି ଚର୍ମପତ୍ରକୁ ଫିଟାଇବା ପାଇଁ କିମ୍ବା ଦେଖିବା ପାଇଁ ସେଠାରେ କେହି ସକ୍ଷମ ନ ଥିଲେ।

Gade chapit la Kopi




ପ୍ରକାଶିତ 5:4
4 Referans Kwoze  

ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶବ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, “ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବା।”


କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ।


ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।


Swiv nou:

Piblisite


Piblisite