ପ୍ରକାଶିତ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ଏବଂ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କଳା ରଙ୍ଗର ଅଶ୍ୱ, ପୁଣି, ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ। Gade chapit laପବିତ୍ର ବାଇବଲ (Re-edited) - (BSI)5 ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ। ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କୃଷ୍ଣବର୍ଣ୍ଣ ଅଶ୍ଵ, ପୁଣି ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ। Gade chapit laଓଡିଆ ବାଇବେଲ5 ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ଏବଂ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କଳା ରଙ୍ଗର ଅଶ୍ୱ, ପୁଣି, ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ । Gade chapit laପବିତ୍ର ବାଇବଲ (CL) NT (BSI)5 ତା’ପରେ ମେଷଶାବକ ତୃତୀୟ ମୋହର ଭାଙ୍ଗିଲେ ଓ ଦ୍ୱିତୀୟ ପ୍ରାଣୀ ମୋତେ କହିଲେ, “ଆସି ଦେଖ”। ମୁଁ ଦେଖିଲି, ଗୋଟିଏ କୃଷ୍ଣ ବର୍ଣ୍ଣ ଅଶ୍ୱ; ତା’ ଆରୋହୀଙ୍କ ହସ୍ତରେ ଗୋଟିଏ ତରାଜୁ ଥିଲା; Gade chapit laପବିତ୍ର ବାଇବଲ5 ତା'ପରେ ମେଷଶାବକ ତୃତୀୟ ମୁଦ୍ରା ଭାଙ୍ଗିଲେ। ସେତେବେଳେ ତୃତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ମୁଁ ଶୁଣିଲି, “ଆସ।” ସେତେବେଳେ ମୋ’ ସମ୍ମୁଖରେ ଗୋଟିଏ କଳାରଙ୍ଗର ଘୋଡ଼ା ଥିଲା। ତାହାର ଆରୋହୀଙ୍କ ହାତରେ ଗୋଟିଏ ତରାଜୁ ଥିଲା। Gade chapit la |