Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସବୂଲୂନ ବଂଶରୁ ବାର ହଜାର, ଯୋଷେଫ ବଂଶରୁ ବାର ହଜାର, ବିନ୍ୟାମୀନ୍ ବଂଶରୁ ବାର ହଜାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସବୂଲୂନ୍ ବଂଶରୁ ଦ୍ଵାଦଶ ସହସ୍ର, ଯୋଷେଫ ବଂଶରୁ ଦ୍ଵାଦଶ ସହସ୍ର, ବିନ୍ୟାମୀନ ବଂଶରୁ ଦ୍ଵାଦଶ ସହସ୍ର।

Gade chapit la Kopi

ଓଡିଆ ବାଇବେଲ

8 ସବୂଲୂନ୍ ବଂଶରୁ ବାର ହଜାର, ଯୋଷେଫ ବଂଶରୁ ବାର ହଜାର, ବିନ୍ୟାମୀନ ବଂଶରୁ ବାର ହଜାର ।

Gade chapit la Kopi

ପବିତ୍ର ବାଇବଲ

8 ସବୁଲୂନ୍ ପରିବାରବର୍ଗରୁ 12,000 ଯୋଷେଫ ପରିବାରବର୍ଗରୁ 12,000 ବିନ୍ୟାମିନ ପରିବାରବର୍ଗରୁ 12,000

Gade chapit la Kopi




ପ୍ରକାଶିତ 7:8
6 Referans Kwoze  

ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;


ଶିମିୟୋନ ବଂଶରୁ ବାର ହଜାର, ଲେବୀ ବଂଶରୁ ବାର ହଜାର, ଇସାଖାର ବଂଶରୁ ବାର ହଜାର,


ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରୀ ଡାଳଗୁଡ଼ିକ ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;


ଏଣୁ ସେ ତାହାର ନାମ ଯୋଷେଫ ଦେଇ, କହିଲା, “ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦିଅନ୍ତୁ।”


ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”


ଏଥିଉତ୍ତାରେ ଯୋଷେଫ-ବଂଶ ମଧ୍ୟ ବେଥେଲ୍‍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।


Swiv nou:

Piblisite


Piblisite