ପ୍ରକାଶିତ 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେହି ନକ୍ଷତ୍ରର ନାମ ନାଗଦଅଣା। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେହି ନକ୍ଷତ୍ରର ନାମ ନାଗଦଅଣା। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା। Gade chapit laଓଡିଆ ବାଇବେଲ11 ସେହି ନକ୍ଷତ୍ରର ନାମ ନାଗଦଅଣା (ତିକ୍ତତା)। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା । Gade chapit laପବିତ୍ର ବାଇବଲ (CL) NT (BSI)11 (ସେହି ନକ୍ଷତ୍ରର ନାମ “ତିକ୍ତତା”)। ଫଳରେ ପାନୀୟ ଜଳର ଏକ ତୃତୀୟାଂଶ ତିକ୍ତ ହୋଇଗଲା ଏବଂ ସେହି ପାଣି ପିଇ ଅନେକ ଲୋକଙ୍କର ମୃତ୍ୟୁ ହେଲା। Gade chapit laପବିତ୍ର ବାଇବଲ11 ସେହି ତାରାର ନାମ ‘ନାଗଦଅଣା’ ଥିଲା। ଏହା ଦ୍ୱାରା ପୃଥିବୀର ଏକ ତୃତୀୟାଂଶ ଜଳଭାଗ ପିତା ହୋଇଗଲା। ଏହି ପିତା ଜଳ ପାନକରି ଅନେକ ଲୋକ ମୃତ୍ୟୁବରଣ କଲେ। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”