ପ୍ରକାଶିତ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦ୍ୱିତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ୱଳିତ ଗୋଟିଏ ବୃହତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା, Gade chapit laପବିତ୍ର ବାଇବଲ (Re-edited) - (BSI)8 ଦ୍ଵିତୀୟ ଦୂତ ତୂରୀଧ୍ଵନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ଵଳିତ ଗୋଟିଏ ପ୍ରକାଣ୍ତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା, Gade chapit laଓଡିଆ ବାଇବେଲ8 ଦ୍ୱିତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ୱଳିତ ଗୋଟିଏ ବୃହତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା, Gade chapit laପବିତ୍ର ବାଇବଲ (CL) NT (BSI)8 ତା’ପରେ ଦ୍ୱିତୀୟ ଦୂତ ତାଙ୍କର ତୂରୀ ବଜାଇବା କ୍ଷଣି ପର୍ବତ ପରି ଗୋଟିଏ ପ୍ରକାଣ୍ଡ ପଦାର୍ଥ ସମୁଦ୍ରରେ ନିକ୍ଷିପ୍ତ ହେଲା ଓ ସମୁଦ୍ରର ଏକ ତୃତୀୟାଂଶ ରକ୍ତରେ ପରିଣତ ହେଲା, Gade chapit laପବିତ୍ର ବାଇବଲ8 ଦ୍ୱିତୀୟ ସ୍ୱର୍ଗଦୂତ ତୂରୀ ବଜାଇଲା ପରେ ଗୋଟିଏ ବୃହତ୍ ଜ୍ୱଳନ୍ତ ପର୍ବତ ପରି ଦିଶୁଥିବା ଏକ ବସ୍ତୁ ସମୁଦ୍ରରେ ପଡ଼ିଲା। ଏହା ଦ୍ୱାରା ସମୁଦ୍ରର ଏକ ତୃତୀୟାଂଶ ଜଳ ରକ୍ତରେ ପୂର୍ଣ୍ଣ ହୋଇଗଲା। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”