Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 9:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା।

Gade chapit la Kopi

ଓଡିଆ ବାଇବେଲ

10 ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କଙ୍କଡ଼ାବିଛା ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼ ଥିଲା। ସେହି ଲାଙ୍ଗୁଳରେ ପାଞ୍ଚ ମାସ ଯାଏ ଲୋକଙ୍କୁ ଆଘାତ କରିବା ପାଇଁ ସେମାନେ ଶକ୍ତି ପାଇଥିଲେ।

Gade chapit la Kopi

ପବିତ୍ର ବାଇବଲ

10 ବିଛାର ନାହୁଡ଼ ଭଳି ସେମାନଙ୍କ ଲାଙ୍ଗୁଡ଼ରେ ନାହୁଡ଼ ଥିଲା। ପାଞ୍ଚମାସ ପର୍ଯ୍ୟନ୍ତ ଲୋକମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ସେମାନଙ୍କୁ ଯେଉଁ କ୍ଷମତା ଦିଆଯାଇଥିଲା, ତାହା ସେମାନଙ୍କ ଲାଙ୍ଗୁଡ଼ରେ ଥିଲା।

Gade chapit la Kopi




ପ୍ରକାଶିତ 9:10
7 Referans Kwoze  

ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହି ପ୍ରକାର।


ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା।


କାରଣ ଅଶ୍ୱମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ୱାରା ସେମାନେ କ୍ଷତି କରନ୍ତି।


ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।’”


ସେହି ଯୁବାମାନଙ୍କ ମନ୍ତ୍ରଣାନୁସାରେ ସେମାନଙ୍କୁ ଏହି କଥା କହିଲେ, “ମୋହର ପିତା ତୁମ୍ଭମାନଙ୍କ ଯୁଆଳି ଭାରୀ କରିଥିଲେ, ମାତ୍ର ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”


ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।


କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ?


Swiv nou:

Piblisite


Piblisite