ରୋମୀୟ 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି, Gade chapit laପବିତ୍ର ବାଇବଲ (Re-edited) - (BSI)11 ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇ ପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକା; ଇଚ୍ଛା କରୁଅଛି, Gade chapit laଓଡିଆ ବାଇବେଲ11 ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇ ପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି, Gade chapit laପବିତ୍ର ବାଇବଲ (CL) NT (BSI)11 ତୁମ୍ଭମାନଙ୍କ ନିକଟକୁ ଆସି ମୁଁ ପାଇଥିବା ଆଧ୍ୟାତ୍ମିକ ଦାନ ବିଷୟ ତୁମ୍ଭମାନଙ୍କୁ ଜଣାଇବା ଦ୍ୱାରା ତୁମ୍ଭମାନଙ୍କ ବିଶ୍ୱାସକୁ ବଳିଷ୍ଠ କରିବି, ଏହା ମୋର ଏକାନ୍ତ ଇଚ୍ଛା। Gade chapit laପବିତ୍ର ବାଇବଲ11 ମୁଁ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛା କରେ। ତୁମ୍ଭମାନଙ୍କୁ କିଛି ଆତ୍ମିକ ଅନୁଗ୍ରହଦାନ ଦେଇ ଶକ୍ତିଶାଳୀ କରାଇବା ମୋର ଇଚ୍ଛା। Gade chapit la |
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”