Biblia Todo Logo
Bib sou entènèt

- Piblisite -




ରୋମୀୟ 1:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏହି କାରଣରୁ ଈଶ୍ବର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏହି କାରଣରୁ ଈଶ୍ଵର ସେମାନଙ୍କୁ ଜଘନ୍ୟ ପାପପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ଵାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ଵାଭାବିକ ବ୍ୟବହାର କଲେ,

Gade chapit la Kopi

ଓଡିଆ ବାଇବେଲ

26 ଏହି କାରଣରୁ ଈଶ୍ୱର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ସେମାନେ ଲଜ୍ଜାଜନକ ପାପ କାର୍ଯ୍ୟରେ ଲିପ୍ତ ରହିଥିବାରୁ ଈଶ୍ୱର ସେମାନଙ୍କୁ ଛାଡ଼ି ଦେଇଛନ୍ତି, ସେମାନଙ୍କ ସ୍ତ୍ରୀ ଲୋକମାନେ ସ୍ୱାଭାବିକ ଯୌନକ୍ରିୟା ପରିବର୍ତ୍ତେ ଅସ୍ୱାଭାବିକ କାର୍ଯ୍ୟ ସବୁ କରୁଛନ୍ତି ଓ

Gade chapit la Kopi

ପବିତ୍ର ବାଇବଲ

26 ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେହି ଲଜ୍ଜାଜନକ କାର୍ଯ୍ୟ କରିବା ପାଇଁ ଛାଡ଼ି ଦେଲେ।

Gade chapit la Kopi




ରୋମୀୟ 1:26
14 Referans Kwoze  

ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।


ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;


ଏଣୁ ଈଶ୍ବର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ।


ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ


ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି।


ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।”


ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, “ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।”


କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,


ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,


ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।


ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।


ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ।


Swiv nou:

Piblisite


Piblisite