Biblia Todo Logo
Bib sou entènèt

- Piblisite -




ରୋମୀୟ 1:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ସେହିପରି ପୁରୁଷମାନେ ମଧ୍ୟ ସ୍ଵାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମାନଳରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି ଆପଣା ଆପଣାଠାରେ ସ୍ଵ ସ୍ଵ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ।

Gade chapit la Kopi

ଓଡିଆ ବାଇବେଲ

27 ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀ ସଙ୍ଗରେ ତୃପ୍ତ ନ ରହି ପରସ୍ପର ପ୍ରତି କାମାନଳରେ ଦଗ୍‍ଧ ହେଉଛନ୍ତି। ପୁରୁଷମାନେ ପରସ୍ପର ସହିତ ଘୃଣ୍ୟ ଆଚରଣ କରୁଛନ୍ତି ଓ ଫଳରେ କୁକର୍ମ ପାଇଁ ଦଣ୍ଡନୀୟ ହେଉଛନ୍ତି।

Gade chapit la Kopi

ପବିତ୍ର ବାଇବଲ

27 ସେହିଭଳି ପୁରୁଷମାନେ ମଧ୍ୟ ସ୍ତ୍ରୀମାନଙ୍କ ସ୍ୱାଭାବିକ ସଙ୍ଗ ଛାଡ଼ି ପରସ୍ପର ଭିତରେ କାମନାରେ ଲିପ୍ତ ହେଲେ। ପୁରୁଷମାନେ ଅନ୍ୟ ପୁରୁଷମାନଙ୍କ ସହିତ ଅଶୋଭନୀୟ ବ୍ୟବହାର କଲେ। ନିଜର ମନ୍ଦ କାର୍ଯ୍ୟ ପାଇଁ ସେମାନେ ନିଜ ଦେହରେ ଦଣ୍ଡ ଭୋଗିଲେ।

Gade chapit la Kopi




ରୋମୀୟ 1:27
5 Referans Kwoze  

ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।


ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।


ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ


ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।


Swiv nou:

Piblisite


Piblisite