Biblia Todo Logo
Bib sou entènèt

- Piblisite -




ରୋମୀୟ 1:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ଵାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

31 ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ବିବେକହୀନ, ନିଜର ପ୍ରତିଶ୍ରୁତି ରକ୍ଷା କରନ୍ତି ନାହିଁ। ଅନ୍ୟମାନଙ୍କ ପ୍ରତି ସେମାନଙ୍କର ତିଳେ ହେଲେ ଦୟା ଅନୁକମ୍ପା ନାହିଁ।

Gade chapit la Kopi

ପବିତ୍ର ବାଇବଲ

31 ସେମାନେ ନିଜର ପିତାମାତାଙ୍କୁ ମାନନ୍ତି ନାହିଁ। ସେମାନେ ମୂର୍ଖ ସେମାନେ ନିଜର କଥା ରଖନ୍ତି ନାହିଁ ଓ ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ଦୟାଭାବ ପ୍ରଦର୍ଶନ କରନ୍ତି ନାହିଁ।

Gade chapit la Kopi




ରୋମୀୟ 1:31
10 Referans Kwoze  

ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ,


ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।


ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ବରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ;


ଯୀଶୁ କହିଲେ, “ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଅବୋଧ?”


“କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।”


ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ।


ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରିପାରେ ନାହିଁ,


Swiv nou:

Piblisite


Piblisite