ରୋମୀୟ 10:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ। Gade chapit laପବିତ୍ର ବାଇବଲ (Re-edited) - (BSI)10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ଵାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ଵୀକାର କରେ। Gade chapit laଓଡିଆ ବାଇବେଲ10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ । Gade chapit laପବିତ୍ର ବାଇବଲ (CL) NT (BSI)10 ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇପାରୁ ଓ ମୁଖରେ ସ୍ୱୀକାର କରିବା ଦ୍ୱାରା ଆମ୍ଭେମାନେ ପରିତ୍ରାଣ ପାଇପାରୁ। Gade chapit laପବିତ୍ର ବାଇବଲ10 ହୃଦୟରେ ବିଶ୍ୱାସ ଦ୍ୱାରା ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଉ ଓ ମୁଖ ଦ୍ୱାରା କହି ବିଶ୍ୱାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ। Gade chapit la |
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।