ରୋମୀୟ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଯେଣୁ ଶାସ୍ତ୍ର କହେ, ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ଲଜ୍ଜିତ ହେବ ନାହିଁ। Gade chapit laଓଡିଆ ବାଇବେଲ11 ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)11 ଶାସ୍ତ୍ର ଅନୁଯାୟୀ, “ତାଙ୍କଠାରେ ବିଶ୍ୱାସ କରି କେହି ବିଫଳ ହେବ ନାହିଁ।” Gade chapit laପବିତ୍ର ବାଇବଲ11 ଶାସ୍ତ୍ର କୁହେ: “ଯିଏ ତାହାଙ୍କୁ (ଖ୍ରଷ୍ଟଙ୍କୁ) ବିଶ୍ୱାସ କରେ ସେ ଲଜ୍ଜିତ ହେବ ନାହିଁ।” Gade chapit la |