ରୋମୀୟ 10:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।” Gade chapit laପବିତ୍ର ବାଇବଲ (Re-edited) - (BSI)15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, ‘ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।ʼ Gade chapit laଓଡିଆ ବାଇବେଲ15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ ? ଯେପରି ଲେଖା ଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ । Gade chapit laପବିତ୍ର ବାଇବଲ (CL) NT (BSI)15 ଏବଂ ପ୍ରଚାର ବିନା ସେହି ବାର୍ତ୍ତା ସେମାନେ କିପରି ଶୁଣିବେ? ପୁଣି ପ୍ରଚାର କରିବା ପାଇଁ ପ୍ରେରିତ ନ ହେଲେ ଜଣେ ପ୍ରଚାର କରିବ କିପରି? ଏ ସମ୍ପର୍କରେ ଶାସ୍ତ୍ରରେ ଲେଖାଯାଇଛି: “ସୁସମାଚାର ପ୍ରଚାରକମାନଙ୍କର ଆଗମନ କେଡ଼େ ଆନନ୍ଦଦାୟକ!” Gade chapit laପବିତ୍ର ବାଇବଲ15 ଏହି ଉପଦେଶ ଦେବା ଲୋକ ଜଣକୁ କାହା ଦ୍ୱାରା ନ ପଠାଗଲେ ବା ସେ କିପରି ଉପଦେଶ ଦେବ? ଶାସ୍ତ୍ରରେ ଲେଖା ଅଛି: “ସୁସମାଗ୍ଭର ଦେବା ପାଇଁ ଆସିବା ଲୋକର ପାଦ କେତେ ସୁନ୍ଦର ଅଟେ।” Gade chapit la |
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।