ରୋମୀୟ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ତାହା କଅଣ କହେ? “ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି,” ଅର୍ଥାତ୍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ତାହା କଅଣ କହେ? ‘ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛିʼ, ଅର୍ଥାତ୍ ଯେଉଁ ବିଶ୍ଵାସ ସମ୍ଵନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ।” Gade chapit laଓଡିଆ ବାଇବେଲ8 କିନ୍ତୁ ତାହା କ'ଣ କହେ ? "ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି', ଅର୍ଥାତ୍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ ।" Gade chapit laପବିତ୍ର ବାଇବଲ (CL) NT (BSI)8 କାରଣ ଶାସ୍ତ୍ର ଅନୁସାରେ, “ଈଶ୍ୱରଙ୍କ ବାର୍ତ୍ତା ତୁମ ନିକଟରେ, ତୁମ ମୁଖ ଓ ହୃଦୟରେ ଅଛି।” ବିଶ୍ୱାସ ସମ୍ବନ୍ଧରେ ଏହି ବାର୍ତ୍ତା ହିଁ ଆମେ ପ୍ରଚାର କରୁଛୁ। Gade chapit laପବିତ୍ର ବାଇବଲ8 ଶାସ୍ତ୍ର କୁହେ: “ପରମେଶ୍ୱରଙ୍କ ଶିକ୍ଷା ତୁମ୍ଭ ପାଖରେ ଅଛି; ଏହା ତୁମ୍ଭ ମୁହଁରେ ଓ ତୁମ୍ଭ ହୃଦୟରେ ଅଛି।” ଆମ୍ଭେ ଲୋକମାନଙ୍କୁ ଘୋଷଣା କରୁଥିବା ସେହି ଶିକ୍ଷାଟି ବିଶ୍ୱାସର ଶିକ୍ଷା ଅଟେ। Gade chapit la |