ରୋମୀୟ 11:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇପାରେ, ଏଥିନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)19 ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇ ପାରେ, ଏଥିନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି। Gade chapit laଓଡିଆ ବାଇବେଲ19 ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇ ପାରେ, ଏଥି ନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି । Gade chapit laପବିତ୍ର ବାଇବଲ (CL) NT (BSI)19 ତୁମେ କହିପାର, “ହଁ, କିନ୍ତୁ ମୋତେ ସ୍ଥାନ ଦେବା ପାଇଁ ତ ସେହି ଶାଖାଗୁଡ଼ିକୁ ଛିନ୍ନ କରାଯାଇଥିଲା।” Gade chapit laପବିତ୍ର ବାଇବଲ19 ତୁମ୍ଭେମାନେ କହି ପାର, “ସେ ଗଛର ଡାଳଗୁଡ଼ିକ ଭାଙ୍ଗି ପଡ଼ିବାରୁ ମୁଁ ତା’ ସହିତ ସଂଯୁକ୍ତ ହେଲି।” Gade chapit la |